Download Now Banner

This browser does not support the video element.

ଅନୁଗୋଳ: ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ସେବା ପକ୍ଷ ପାଳନ ପାଇଁ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ

Anugul, Angul | Sep 5, 2025
ସେବା ପକ୍ଷ ପାଳନ ପାଇଁ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ ଆଜି ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ସେବା ପକ୍ଷ ପାଳନ ପାଇଁ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଛି। ବିଜେପି ଜିଲ୍ଲା ସଭାପତି ଯଯାତିକେଶରୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସେବା ପକ୍ଷ ଆସନ୍ତା ୧୭ ସେପ୍ଟେମ୍ୱର - ୦୨ ଅକ୍ଟୋବର ପର୍ଯ୍ୟନ୍ତ ପାଳିତ ହେବ। ଏନେଇ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଛି। ଏହି କର୍ମଶାଳାରେ ରାଜ୍ୟ ସାଧାରଣ ସଂପାଦକ ସିମାଞ୍ଚଳ ଖଟେଇ ପ୍ରଶିକ୍ଷଣ ଭାବେ ଯୋଗ ଦେବା ସହିତ ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରତ
Read More News
T & CPrivacy PolicyContact Us