Download Now Banner

This browser does not support the video element.

ପାରଳାଖେମୁଣ୍ଡି: ଆକାଂକ୍ଷା ମହିଳା ସଙ୍ଗଠନ ତରଫରୁ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ

Paralakhemundi, Gajapati | Aug 19, 2024
ସଙ୍ଗଠନ ଆକାଂକ୍ଷା ତରଫରୁ ପାରଳାଖେମୁଣ୍ଡି ସ୍ଥିତ ରାଣୀ ପେଣ୍ଠ ଗ୍ରାମ କୃଷି କ୍ଷେତ୍ର ଠାରେ ଆଜି ଦିବା ୨ ଘଣ୍ଟ ସମୟରେ କୃଷକ ଭାଇ ମାନଙ୍କୁ ନେଇ ରକ୍ଷା ବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କୃଷକ ଭାଇ ମାନଙ୍କୁ ଧୂପ ଦୀପ, ଚନ୍ଦନ ଓ ପୁଷ ରେ ବନ୍ଦା ପନା କରାଯିବା ସହିତ ଉପଢୌକନ ଦିଆଯାଇ ସେମାନଙ୍କୁ ସମ୍ମାନିତ କରାଯାଇ ଥିଲା। ଏବଂ କୃଷକ ଭାଇ ମାନଙ୍କ ହାତରେ ରାକ୍ଷୀ ବାନ୍ଧି ସେମାନଙ୍କ ର ଶୁଭ କାମନା କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ସଙ୍ଗଠନ ର ଉପଦେଷ୍ଟା ଶ୍ରୀମତି ସ୍ଵର୍ଣ୍ଣ ପ୍ରଭା ପାଠୀ ଅଧ୍ୟକ୍ଷତା କରି କହିଥିଲେ ଯେ କୃଷକ ମାନେ ହେଉଛନ୍ତି ଆମ ଦେଶର ଅନ୍ନ ଦାତ
Read More News
T & CPrivacy PolicyContact Us