Download Now Banner

This browser does not support the video element.

ନୂଆପଡା: ନୂଆପଡା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଖାଦ୍ୟ ଓ ଯୋଗାଣ ବିଭାଗ କାର୍ଯ୍ୟାବଳୀ ସମୀକ୍ଷା ବୈଠକ ଅନୁଷ୍ଠିତ

Nuapada, Nuapada | Sep 2, 2025
ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଖାଦ୍ୟ ଓ ଯୋଗାଣ ବିଭାଗ କାର୍ଯ୍ୟାବଳୀର ସମୀକ୍ଷା ବୈଠକ ଆଜି ୬ ଟାରେ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାରେ ଥିବା ୧୪୧ ଟି ଖାଉଟି ଦୋକାନରୁ ୧୧୩ ଟି ପଞ୍ଚାୟତ ଏବଂ ୨୭ ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ବାରା ପରିଚାଳିତ । ଜିଲ୍ଲାରେ ୫୦୯୭ ଟି ପ୍ରବାସୀ ଶ୍ରମିକ ପରିବାରଙ୍କୁ ଖାଉଟି ସୁରକ୍ଷା ଯୋଜନାରେ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆ ଯାଉଛି l ଏହାସହ ଅନ୍ୟାନ୍ୟ ବିଷୟରେ ଆଲୋଚନା ହୋଇଥିଲା। ଏଥିରେ ଜିଲ୍ଲା ଯୋଗାଣ ଅଧିକାରୀ ତ୍ରିନାଥ ଭୋଇ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us