Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ବିଶୋଇ ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ୍, କବାଡି ଓ ଖୋଖୋ ପ୍ରତିଯୋଗିତା ଅନୁଷ୍ଠିତ; ମନ୍ତ୍ରୀଙ୍କ ଯୋଗଦାନ

Baripada M, Mayurbhanj | Sep 6, 2025
ଶନିବାର ଦିନ ପ୍ରାୟ ୧୨ଟା ସମୟରେ ମୟୂରଭଞ୍ଜ ଜିଲ୍ଲାର ବିଶୋଇ ସ୍ଥିତ ସରକାରୀ ଏସଏସଡି ଉଚ୍ଚ ବିଦ୍ୟାଳୟ ଠାରେ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ଫୁଟବଲ୍, କବାଡି ଓ ଖୋଖୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗ ଦେଇଥିବା ବେଳେ ସ୍ଵତନ୍ତ୍ର ଅତିଥି ଭାବେ ମୟୂରଭଞ୍ଜ ସାଂସଦ ନବ ଚରଣ ମାଝି, ମୁଖ୍ୟ ବକ୍ତା ଭାବେ ସାରସକଣା ବିଧାୟକ ଭାଦବ ହାଁସଦା ଓ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ରହିଥିଲେ।
Read More News
T & CPrivacy PolicyContact Us