This browser does not support the video element.
ବୀରମହାରାଜପୁର: ଉଲୁଣ୍ଡା ଆଞ୍ଚଳିକ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ
Biramaharajpur, Subarnapur (Sonepur) | Sep 11, 2025
ଉଲୁଣ୍ଡା ଆଞ୍ଚଳିକ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ ଆୟୋଜିତ ଏହି ଶିବିରକୁ ଅତିରିକ୍ତ ଜିଲ୍ଲାପାଳ ଆଞ୍ଜେଲିନା ପଧାନ, ଅଧ୍ୟାଖ୍ୟ ଶାନ୍ତିଲତା ମିଶ୍ର, ବିଡ଼ିଓ ଚିନ୍ମୟ ମହାନନ୍ଦ ଅତିଥି ଭାବରେ ଯୋଗଦେଇ ଥିଲେ l ଶିବିରରେ 452 ଜଣଙ୍କ ପଞ୍ଜିକୃତ ହୋଇଥିଲା l ବିଭିନ୍ନ ବିଭାଗର ଡାକ୍ତର ମାନେ ଯୋଗଦେଇ ଭିନ୍ନକ୍ଷମଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ l ଏହି