This browser does not support the video element.
ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଗାଲେରି ପୋଲିସ ଫାଣ୍ଡି ରେ “ସୁସ୍ଥ ନାରୀ ସଶକ୍ତ ପରିବାର ” କାର୍ଯ୍ୟକ୍ରମ ଅନୁଷ୍ଠିତ
Bhanjanagar, Ganjam | Sep 28, 2025
ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଗାଲେରି ପୋଲିସ ଫାଣ୍ଡି ରେ ଥାନାଧିକାରୀ ଶୁଭଲକ୍ଷ୍ମୀ ପୂଜାରୀ ଙ୍କ ପୌରାହିତ୍ୟ ରେ “ସୁସ୍ଥ ନାରୀ ସଶକ୍ତ ପରିବାର ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ର ଆଜି ଦିନ 11 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବା ବେଳେ ଏକ ମାଗଣା ସ୍ୱାସ୍ଥ୍ୟ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକାରୀ ରଞ୍ଜନ କୁମାର ଦେ ଯୋଗଦେଇଥିଲେ, ସମ୍ମାନିତ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଡ଼ ଦୀପକ କୁମାର ମିଶ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ।