This browser does not support the video element.
ସମ୍ବଲପୁର ମ୍ୟୁନିସିପାଲଟି: ଧନକଉଡା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ର ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
Sambalpur M, Sambalpur | Sep 1, 2025
ଆଜି ଧନକଉଡା ବ୍ଲକ କାର୍ଯ୍ୟାଳୟ ଠାରେ ସମ୍ବଲପୁର ଜିଲ୍ଲାପାଳ ଏବଂ ସମ୍ବଲପୁର ଆରକ୍ଷୀ ଅଧିକ୍ଷକଙ୍କ ର ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଅଭିଯୋଗ ଶୁଣାଣି ଠାରେ ମୋଟ ୩୭ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୨୮ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୮ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା। ୦୨ଟି ଅଭିଯୋଗ, ଅନୁଷ୍ଠିତ ଅଭିଯୋଗ ଶୁଣାଣି ଠାରେ ସମାଧାନ କରାଗଲା। ସି.ଏମ. ଆର. ଏଫ ଅଧୀନ ରେ ୦୧ ଜଣଙ୍କୁ ୨୦,୦୦୦ ଟଙ୍କା ସହାୟତା ପ୍ରଦାନ କରାଗଲା । ଅଭିଯୋଗ ଶୁଣାଣି ଶେଷ ହେବା ପରେ ଜିଲ୍ଲାପାଳ ଙ୍କ ଅନୁମତି କ୍ରମେ ଜଣେ ଦୃଷ୍ଟିହୀନ ଙ୍କୁ ମଧୁବ