This browser does not support the video element.
ଝାରସୁଗୁଡା: ଦୁର୍ଲଗା ଗ୍ରାମପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ ବିକାଶ ବାହନ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ
Jharsuguda, Jharsuguda | Jun 13, 2025
ଝାରସୁଗୁଡା ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଦୁର୍ଲଗା ଗ୍ରାମପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ ବିକାଶ ବାହନ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ସକାଳ ସାଢେ ଦଶଟା ସମୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଝାରସୁଗୁଡା ବ୍ଲକ ଉନ୍ନୟନ ଅଧିକାରୀ, ସ୍ଥାନୀୟ ପଂଚାୟତ ସ୍ତରୀୟ ଜନ ପ୍ରତିନିଧିଙ୍କ ସମେତ ଅଞ୍ଚଳର ଅନେକ ଜନ ସାଧାରଣ ଉପସ୍ଥିତ ରହିଥିଲେ। ନୂତନ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ବନ୍ଧରେ ପଞ୍ଚାୟତ ବାସୀଙ୍କୁ ଏହି ‘ବିକାଶ ବାହନ ଯାତ୍ରା' ମାଧ୍ୟମରେ ଜନ ସାଧାରଣଙ୍କୁ ଅବଗତ କରାଯାଇଥିଲା।