Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ପୁରୀ ଜିଲ୍ଲାସ୍ତରୀୟ ସି.ଏମ କିଷାନ ଉତ୍ସବ ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ଅନୁଷ୍ଠିତ

Puri M, Puri | Aug 27, 2025
ସି ଏମ କିଶାନ ର କିସ୍ତି ଆଜି ପବିତ୍ର ଗଶେଣ ପୂଜା ଅବସରରେ ରାଜ୍ୟର କୃଷକ ମାନଙ୍କୁ ଅନଲାଇନ ମାଧ୍ୟମରେ ପ୍ରଦାନ କରାଯାଇଛି।ଆଜି ପୁରୀ ଜିଲ୍ଲାସ୍ତରୀୟ ସି.ଏମ କିଷାନ ଉତ୍ସବ ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର କୃଷି ଓ କୃଷକ ର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ଓ ସରକାର ଦେଇଥିବା କଥା କୁ ପାଳନ କରିଛନ୍ତି।ଚାଷକୁ ଦ୍ବିଗୁଣିତ କରିବା ସହ କୃଷକ ଭାଇର ସର୍ବାଙ୍ଗୀନ ବିକାଶ ପାଇଁ ସରକାର କାର୍ଯ୍ୟ କରିଚାଲିଛନ୍ତି ବୋଲି ଡା ପାତ୍ର କହିଥିଲେ।
Read More News
T & CPrivacy PolicyContact Us