Download Now Banner

This browser does not support the video element.

ବୌଦ୍ଧ ସଦର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ ସମ୍ପର୍କିତ ବୈଠକ ଅନୁଷ୍ଠିତ

Baudh Sadar, Boudh (Bauda) | Aug 22, 2025
ଶୁକ୍ରବାର ସନ୍ଧ୍ୟାରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବେଟି ବଚାଓ ବେଟି ପଢାଓ କାର୍ଯକ୍ରମ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଅଧ୍ୟକ୍ଷତା କରିଥିଲେ | ବୈଠକରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସାର୍ଥକ ରାୟ, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ୍ ପ୍ରଧାନ, ସମସ୍ତ ବ୍ଲକର ସିଡ଼ିପିଓ ଯୋଗ ଦେଇଥିଲେ |
Read More News
T & CPrivacy PolicyContact Us