This browser does not support the video element.
ନୟାଗଡ: ଖଣ୍ଡପଡ଼ା ଜଗନ୍ନାଥ ମନ୍ଦିର ପରିସରରେ ସର୍ବଧର୍ମ ଶ୍ରଦ୍ଧାଞ୍ଜଳୀ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ
Nayagarh, Nayagarh | Aug 10, 2025
ସର୍ବଧର୍ମ ଶ୍ରଦ୍ଧାଞ୍ଜଳୀ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ। ସୂଚନା ମୁତାବକ ଆଜି ରାତି ସାତ ଘଟିକା ସମୟରେ ଖଣ୍ଡପଡ଼ା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଖଣ୍ଡପଡ଼ାର ସ୍ବର୍ଗତଃ ରାଜା ତଥା ପୂର୍ବତନ ଉପବାଚସ୍ପତି ଓ ପୂର୍ବତନମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଆୟୋଜିତ ସର୍ବଧର୍ମ ଶ୍ରଦ୍ଧାଞ୍ଜଳୀ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ। ଏ ନେଇ ମୁଖ୍ୟ ଅତିଥି ଭାବେ ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ ଉପସ୍ଥିତ ରହିଥିଲେ। ଏହି ଅବସରରେ କଟକ ସାଂସଦ ଙ୍କ ଖଣ୍ଡପଡ଼ା ବ୍ଲକ ପ୍ରତିନିଧି ଶ୍ରୀ Chandrakant Baliarsingh,ବରିଷ୍ଠ ନାଗରିକ ମଞ୍ଚ ର ସଭାପତି ଶ୍ରୀ