Download Now Banner

This browser does not support the video element.

ନୟାଗଡ: ଭାପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ରକ୍ତ ଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ,ଯୋଗଦେଲେ ବିଧାୟକ

Nayagarh, Nayagarh | Aug 24, 2025
ରକ୍ତ ଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ,ଯୋଗଦେଲେ ବିଧାୟକ। ସୂଚନା ମୁତାବକ ଆଜି ପୂର୍ବାହ୍ନ 10 ଘଟିକା ସମୟରେ ଭାପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶିକ୍ଷକ ସଂଘ୍ ଦ୍ୱାରା ଏକ ରକ୍ତ ଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ ଉପସ୍ଥିତ ରହିଥିଲେ। ତେବେ ଆଜିର କାର୍ଯ୍ୟକ୍ରମ ରେ ଶିକ୍ଷକ ସଂଘ ଦ୍ୱାରା ଆୟୋଜିତ ରକ୍ତଦାନ ଶିବିରରେ ଯୋଗଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିବା ସହ ରକ୍ତଦାନ କରି ନିରୀହ ଜୀବନ ବଞ୍ଚେଇବାରେ ପ୍ରଚେଷ୍ଟା ଜାରିରଖିଥିବା ସମସ୍ତ ଶି
Read More News
T & CPrivacy PolicyContact Us