Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ମାରାଂତାଣ୍ଡି ଗ୍ରାମପଞ୍ଚାୟତ ଠାରେ ବାର୍ଷିକ ଫୂଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ; ଯୋଗଦେଲେ ପୂର୍ବତନ ମନ୍ତ୍ରୀ

Baripada M, Mayurbhanj | Aug 31, 2025
ରବିବାର ଅପରାହ୍ନ ପ୍ରାୟ ୫ ଟାରେ ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକ ଅନ୍ତର୍ଗତ ମାରାଂତାଣ୍ଡି ଗ୍ରାମପଞ୍ଚାୟତ ଠାରେ ମାରାଂତାଣ୍ଡି ଗ୍ରାମର ପଣ୍ଡିତ ରଘୁନାଥ ମୁର୍ମୁ ମେମୋରିଆଲ କ୍ଲବ ଆନୁକୂଲ୍ୟରେ ବାର୍ଷିକ ଫୂଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ତେବେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୁର୍ବତନ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗ ଦେଇଥିବା ବେଳେ ସମସ୍ତ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିବା ନେଇ ସୂଚନା ମିଳିଛି।
Read More News
T & CPrivacy PolicyContact Us