Download Now Banner

This browser does not support the video element.

ଅନୁଗୋଳ: ବଅଁରପାଳ ଠାରେ ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Anugul, Angul | Aug 27, 2025
ଅନୁଗୋଳ ବଅଁରପାଳ ଠାରେ ଟାଟା ଷ୍ଟିଲ୍ ଫାଉଣ୍ଡେସନର ସାମାଜିକ ଭିତ୍ତିଭୂମି ପ୍ରକଳ୍ପ ଗୁଡ଼ିକର ଉଦଘାଟନ କରିବା ସହ ଭିତ୍ତିପ୍ରସ୍ତର ସ୍ଥାପନ କରି ଆନନ୍ଦିତ । ସନ୍ତ୍ରି ଛକରୁ ମହିଧର ଦେଇ ହାତୁରା ପର୍ଯ୍ୟନ୍ତ ସୌରଶକ୍ତି ପରିଚାଳିତ ରାସ୍ତା ଆଲୋକୀକରଣ ଏବଂ ଏନଏଚ୍ -୫୫ର ଇଟାପଠାରୁ ନୂଆହତା ପର୍ଯ୍ୟନ୍ତ ଆଲୋକୀକରଣ ବ୍ୟବସ୍ଥା କରିବାର କାର୍ଯ୍ୟକ୍ରମ ହାତକୁ ନେଇଥିବାରୁ ଟାଟା ଷ୍ଟିଲ ଫାଉଣ୍ଡେସନକୁ ଶୁଭେଚ୍ଛା । ଏହି ପଦକ୍ଷେପ ଦ୍ୱାରା ଲୋକମାନଙ୍କ ଯାତାୟତ ସହଜ ଓ ସୁରକ୍ଷିତ ହେବ । ଅନୁଗୋଳର ବଅଁରପାଳ ବ୍ଲକ ଏବଂ ଢେଙ୍କାନାଳ ହିନ୍ଦୋଳ ଓ ଓଡ଼ାପଡ଼ା ବ୍ଲକରେ ଉଦଘାଟିତ ସାମାଜିକ ଭିତ୍ତିଭୂମି ପ୍ର
Read More News
T & CPrivacy PolicyContact Us