Download Now Banner

This browser does not support the video element.

ପାରଳାଖେମୁଣ୍ଡି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ସନ୍ତୋଷ କୁମାର ପାଣିଗ୍ରାହୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

Paralakhemundi, Gajapati | Sep 1, 2025
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ସନ୍ତୋଷ କୁମାର ପାଣିଗ୍ରାହୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଆଜି ଦୁଇଟା ବେଳେ ଉପ ବିଭାଗ ଅଧିକାରୀ ସନ୍ତୋଷ କୁମାର ପାଣିଗ୍ରାହୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି। ଗଜପତି ଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନୀ ମାଝୀ ଙ୍କ ସହ ଅନ୍ୟ ଅଧିକାରୀ ଏବଂ କର୍ମଚାରୀ ମାନେ ଉପସ୍ଥିତ ରହି ଶ୍ରୀ ପାଣିଗ୍ରାହୀଙ୍କ ସେବା କାର୍ଯ୍ୟକାଳ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ପରୀପ୍ରେକ୍ଷୀରେ ଜ
Read More News
T & CPrivacy PolicyContact Us