Download Now Banner

This browser does not support the video element.

ଲକ୍ଷ୍ମୀପୁର: ପରଜା ବେଡାପଦର ଉଚ୍ଚ ବିଦ୍ୟାଳୟରେ ଉଦ୍ୟମିତା ପ୍ରୋତ୍ସାହନ କାର୍ଯ୍ୟକ୍ରମ ଅନୁଷ୍ଠିତ

Lakshmipur, Koraput | Aug 21, 2025
କୋରାପୁଟ ଜିଲ୍ଲା ଦଶମନ୍ତପୁର, ବ୍ଲକ ଅନ୍ତର୍ଗତ ପରଜା ବେଢ଼ା ପଦର ପଞ୍ଚାୟତ ସଦର ମହକୁମା ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ସ୍ୱାବଲମ୍ବୀ ଭାରତ ଅଭିଯାନ ଅନ୍ତର୍ଗତ ଉଦ୍ୟମିତା ପ୍ରୋତ୍ସାହନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିବା ଅପରାହ୍ନ ୩.୩୦ ସମୟରେ ଦେଖିବାକୁ ମିଳିଛି। କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସମାପିକା ସାହୁ ଅଧ୍ୟକ୍ଷତା କରିଥିବା ବେଳେ ଶିକ୍ଷକ ରାଜେନ୍ଦ୍ର କୁମାର ରଥ ମୁଖ୍ୟ ବକ୍ତାଭାବେ ଯୋଗଦେଇ ଦେଶରୁ ବେରୋଜଗାରି ସମାପ୍ତ କରିବାକୁ ହେଲେ ଉଦ୍ୟମିତା ମାଧ୍ୟମରେ ସ୍ଵ ରୋଜଗାର ସ୍ଥାପନ କରି ଦେଶକୁ ସମୃଦ୍ଧ କରାଯାଇପାରିବ ବୋଲି କହିଥିଲେ ।
Read More News
T & CPrivacy PolicyContact Us