This browser does not support the video element.
ନୂଆଗାଁ: ସାମାନ୍ତିପଲ୍ଲୀରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ଚିକିଟି ବିଧାୟକ
Nuagaon, Ganjam | Sep 17, 2024
ଚିକିଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାତ୍ରପୁର ବ୍ଲକର ସାମାନ୍ତିପଲ୍ଲୀ ମହନ୍ତ ଶ୍ରୀ ପରାଙ୍କୁଶ ବିଦ୍ୟାପୀଠ ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା l