Download Now Banner

This browser does not support the video element.

କୋରାପୁଟ ସହର: ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ କୋା୍ ଲରେ ପୁରସ୍କାର ବିତରଣ ଉତ୍ସବ ଓ ସାଂସ୍କୃତିକ କାର୍ଯକ୍ରମ ଯୋଗଦେଲେ ବିଧାୟକ

Koraput Town, Koraput | Aug 31, 2025
କୋରାପୁଟ ଟାଉନ ହଲ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ ବିଭିନ୍ନ ପ୍ରତିଯୋଗୀତାର କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।କୋରାପୁଟ ପୌର ପରିଷଦର ଉପାଧ୍ୟକ୍ଷା ସବିତା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।ଏହି ଉତ୍ସବରେ ସମସ୍ତ କାଉନସିଲର ଉପସ୍ଥିତ ଥିଲେ। ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ଏବଂ କାଉନସିଲର ମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା।
Read More News
T & CPrivacy PolicyContact Us