Download Now Banner

This browser does not support the video element.

ପାଲଲହଡା: ବଲାଙ୍ଗି ଠାରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଉଦଘାଟନ ନେଇ ମନ୍ତ୍ରୀଙ୍କ ପ୍ରତିକ୍ରିୟା

Palalahada, Angul | Sep 6, 2025
ପାଲଲହଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଲାଙ୍ଗି ଗ୍ରାମରେ ପାନୀୟ ଜଳ ପ୍ରକଳ୍ପ ଶୁଭ ଉଦଘାଟନ କାର୍ଯ୍ୟକ୍ରମରେ ଶନିବାର ସକାଳ ୧୧ ଟା ସମୟରେ ଯୋଗ ଦେଲେ ପଞ୍ଚାୟତ ରାଜ,ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ । ଅତିଥି ମାନଙ୍କ ମଧ୍ୟରେ ପାଲଲହଡା ବିଧାୟକ ଅଶୋକ ମହାନ୍ତି, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା , ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଏବଂ ଅନୁଗୁଳ ଜିଲ୍ଲାପାଳ ଉପସ୍ଥିତ ଥିଲେ ।
Read More News
T & CPrivacy PolicyContact Us