Download Now Banner

This browser does not support the video element.

ହିଞ୍ଜିଳି: ହିଞ୍ଜିଳିକାଟୁ ଅଞ୍ଚଳରେ ବଢୁଛି ଚୋରି,ମାମଲା ରୁଜୁକରି ପୋଲିସ ଚୁପ୍‌,ହିଞ୍ଜିଳି ଅଞ୍ଚଳରେ କିଛିମାସ ହେବ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି

Hinjili, Ganjam | Aug 22, 2025
ହିଞ୍ଜିଳିକାଟୁ ଅଞ୍ଚଳରେ ବଢୁଛି ଚୋରି, ମାମଲା ରୁଜୁକରି ପୋଲିସ ଚୁପ୍‌ ,ହିଞ୍ଜିଳି ଥାନା ଅଞ୍ଚଳରେ କିଛି ମାସ ହେବ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଅଭିଯୋଗକାରୀମାନେ ଥାନାରେ ଅଭିଯୋଗ କରିଛନ୍ତି। ହେଲେ ପୋଲିସ କେବଳ ମାମଲା ରୁଜୁ କରି ଚୁପ୍‌ ବସିଛି। ଅଭିଯୁକ୍ତମାନଙ୍କୁ ଗିରଫ କରିପାରି ନ ଥିବାବେଳେ ଚୋରି ସାମଗ୍ରୀ ଉଦ୍ଧାର କରିପାରିନାହିଁ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଥିବାବେଳେ ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତୁରନ୍ତ ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିବା ସହ ରାତ୍ରି ପାଟ୍ରୋଲି ପାଇଁ ଦାବୀ.
Read More News
T & CPrivacy PolicyContact Us