Download Now Banner

This browser does not support the video element.

ମାଲକାନଗିରି: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କଲେ ନବରଙ୍ଗପୁର ସାଂସଦ

Malkangiri, Malkangiri | Sep 2, 2025
ଲୋକସଭା ସାଂସଦ ଇଂ ବଳଭଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଆଜି ଦିନ ୧୨ଟା ସମୟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ସମସ୍ତଙ୍କୁ ସ୍ବାଗତ କରି ବିଭିନ୍ନ ବିଭାଗର ଉନ୍ନୟନ କାର୍ଯ୍ୟ ବିଷୟରେ ଉପସ୍ଥାପନ କରିବା ପାଇଁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମତ୍ସ୍ୟ ଚାଷ ଉତ୍ପାଦନ କ୍ଷମତା ବୃଦ୍ଧି କରି ଏଥିରେ ଜିଲ୍ଲା ସ୍ବାବଲମ୍ବୀ ହେବା ପାଇଁ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଓ ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନ
Read More News
T & CPrivacy PolicyContact Us