Download Now Banner

This browser does not support the video element.

ନୂଆପଡା: ନୂଆପଡ଼ା ବିଧାୟକଙ୍କ ବିୟୋଗରେ ନୂଆପଡ଼ା ଠାରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ପ୍ରତିକ୍ରିୟା ରଖିଛନ୍ତି ଜିଲ୍ଲାପାଳ ମଧୁସୂଦନ ଦାସ

Nuapada, Nuapada | Sep 9, 2025
ନୂଆପଡ଼ା ବିଧାୟକ ରାଜେନ୍ଦ୍ର ପ୍ରସାଦ ଢୋଲକିଆଙ୍କ ବିୟୋଗରେ ଗଭିର ଶୋକ ବ୍ୟକ୍ତ କରିଛନ୍ତି ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ। ଆଜି ୧ ଟାରେ ନୂଆପଡ଼ା ଠାରେ ସ୍ବର୍ଗତ ବିଧାୟକ ରାଜେନ୍ଦ୍ର ପ୍ରସାଦ ଢୋଲକିଆଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ପ୍ରତିକ୍ରିୟା ରଖିଛନ୍ତି ନୂଆପଡ଼ା ଜିଲ୍ଲାପାଳ।
Read More News
T & CPrivacy PolicyContact Us