Download Now Banner

This browser does not support the video element.

ମାଲକାନଗିରି: ପଦ୍ମଗିରୀ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Malkangiri, Malkangiri | Sep 1, 2025
ଆଜି ମାଲକାନଗିରି ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ପଦ୍ମଗିରୀ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଏଥିରେ ୪୫ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ବନଖଣ୍ଡ ଅଧିକାରୀ ସାଇ କିରଣଙ୍କ ସମେତ ଜିଲ୍ଲାର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us