Download Now Banner

This browser does not support the video element.

ନୟାଗଡ: ଗଣିଆ ବଜାର ପରିସରରେ ସ୍ଵତନ୍ତ୍ର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ପାଇଁ ଏକ ସଚେତନତା ରାଲି କାର୍ଯ୍ୟକ୍ରମ ଅନୁଷ୍ଠିତ

Nayagarh, Nayagarh | Sep 7, 2025
ସ୍ଵତନ୍ତ୍ର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ପାଇଁ ଏକ ସଚେତନତା ରାଲି କାର୍ଯ୍ୟକ୍ରମ ଅନୁଷ୍ଠିତ। ସୂଚନା ମୁତାବକ ଆଜି ପୂର୍ବାହ୍ନ 10 ଘଟିକା ସମୟରେ ଗଣିଆ ବଜାର ପରିସରରେ ସ୍ରୀ ରଘୁନାଥ ମହାବିଦ୍ୟାଳୟ କଲେଜ ଛାତ୍ରୀ ମାନଙ୍କ ଦ୍ୱାରା ସ୍ଵତନ୍ତ୍ର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ପାଇଁ ଏକ ସଚେତନତା ରାଲି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ତେବେ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ମହାବିଦ୍ୟାଳୟ ର ଓଡିଆ ଅଧ୍ୟାପିକା।
Read More News
T & CPrivacy PolicyContact Us