This browser does not support the video element.
ମାଲକାନଗିରି: ଦୋରାଗୁଡାରେ ଅଗ୍ନି ବିପନ୍ନ ପରିବାରକୁ ସହାୟତାର ହାତ ବଢ଼ାଇଲା ଜିଲ୍ଲା ଉତ୍କଳ ସାମ୍ବାଦିକ ସଙ୍ଘ, ଯୋଗ ଦେଲେ ଜିଲ୍ଲା ସଭାପତି
Malkangiri, Malkangiri | Sep 5, 2025
ଗରିବ ତଥା ଅଗ୍ନିକାଣ୍ଡ ରେ ସର୍ବସ୍ବ ହରାଇଥିବା ପରିବାର କୁ ସହାୟତା ର ହାତ ବଢ଼ାଇଲା ଜିଲ୍ଲା ଉତ୍କଳ ସାମ୍ବାଦିକ ସଙ୍ଘ। ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ସଦର ମହକୁମା ସ୍ଥିତ ଦୋରାଗୁଡାରେ ଗତ ୧ ତାରିଖ ମଧ୍ୟାହ୍ନ ସମୟରେ ସୁବାଷ ଗୌଡ଼ଙ୍କ ଘର ସଟ ସର୍କିଟ ଯୋଗୁଁ ଆସବାବପତ୍ର, ଲୁଗାପଟା, ଚାଉଳ ଏବଂ ରାସନ ସାମଗ୍ରୀ ସମେତ ସମ୍ପୂର୍ଣ୍ଣ ଘରୋଇ ଉପକରଣ ପୋଡି ନଷ୍ଟ ହୋଇଯାଇଥିଲା। ଘରେ ବୃଦ୍ଧ ବୃଦ୍ଧା ଦୁହେଁ ରହୁଥିବା ବେଳେ ସୌଭାଗ୍ୟବଶତଃ ଉଭୟ ଙ୍କ ଜୀବନ ବଞ୍ଚିଯାଇଥିଲା। ତେବେ ସେମାନଙ୍କର ଏହି ଅସୁବିଧା ସମୟରେ ବିପଦର ବନ୍ଧୁ ଭଳି ସାହାର୍ଯ୍ୟ ର ହାତ ବଢାଇଛି ଜିଲ୍ଲା