This browser does not support the video element.
ଧରାକୋଟ: ବ୍ଲକ ସମ୍ମିଳନୀ କକ୍ଷ ରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା କାର୍ଯ୍ୟକ୍ରମ
Dharakote, Ganjam | Sep 6, 2025
ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ସମ୍ମିଳନୀ କକ୍ଷରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା,ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ସମଗ୍ର ଶିକ୍ଷା ଅଭିଯାନ ର ବ୍ଲକ ସ୍ତରୀୟ ଜନ ଶୁଣାଣି କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ଉପ ଜିଲ୍ଲାପାଳ ଉମା ଶଙ୍କର ବେହେରା, ଜିଲ୍ଲା ସାମାଜିକ ସମୀକ୍ଷା ଅଧିକାରୀ ଡ ରବୀନ୍ଦ୍ର ନାଥ ମଲାଣ,ତହସିଲଦାର ଲମ୍ବୋଦର ମାରାଣ୍ଡି, ଭାରପ୍ରାପ୍ତ ବି ଡି ଓ ସୁଶିଲ ପଟନାୟକ,ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ପାଣିଗ୍ରାହୀ, ଏ ବି ଇ ଓ ସୌରୀ ଶଙ୍କର ବେହେରା, ରେଞ୍ଜର ପ୍ରମୋଦ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ l