Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ଏମ୍.ଏସ୍.ସି.ବି. ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଅବ୍ୟବସ୍ଥା ବିରୁଦ୍ଧରେ ମୁଖ୍ୟ ଫାଟକ ବନ୍ଦ କରି ଧାରଣାରେ ବସିଲେ ଛାତ୍ରଛାତ୍ରୀ

Baripada M, Mayurbhanj | Sep 2, 2025
ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ଛାତ୍ର ହଷ୍ଟେଲ-୧ରେ ମଙ୍ଗଳବାର ଦିନ ରୋଷେଇ ଘରେ ଅଗ୍ନିକାଣ୍ଡ ଘଟଣାକୁ ନେଇ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ହଷ୍ଟେଲରେ ଅଗ୍ନିକାଣ୍ଡରୁ ସୁରକ୍ଷା ନିମନ୍ତେ ଅଗ୍ନି ନିର୍ବାପକ ଯନ୍ତ୍ର ନଥିବା ବେଳେ ଅସୁରକ୍ଷିତ ଭାବେ ଛାତ୍ରଛାତ୍ରୀ ମାନେ ରହୁଛନ୍ତି। ଉକ୍ତ ଅବ୍ୟବସ୍ଥାକୁ ନେଇ ଛାତ୍ରଛାତ୍ରୀ ମାନେ ୪ଦଫା ଦାବି ଉପସ୍ଥାପନ କରି ଆନ୍ଦୋଳନ କରିଛନ୍ତି।
Read More News
T & CPrivacy PolicyContact Us