Download Now Banner

This browser does not support the video element.

ଖରିଆର: ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସକାଳ ୮.୩୦ ଯାଏଁ ନୂଆପଡ଼ା ଜିଲ୍ଲାକୁ ୟଲୋ ୱାର୍ଣିଂ ଜାରି କଲା ପାଣିପାଗ ବିଭାଗ

Khariar, Nuapada | Aug 28, 2025
ବର୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲ୍ଲାକୁ ଆସନ୍ତାକାଲି ସକାଳ ୮.୩୦ ମିନିଟ ପର୍ଯ୍ୟନ୍ତ ୟଲୋ ୱାର୍ଣିଂ ଜାରି କରଯାଇଛି। ଏହି ସମୟ ମଧ୍ୟରେ ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ସହିତ ବର୍ଷା ହେବ ବୋଲି ସତର୍କ କରଯାଇଛି। ଏହାସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଆଜି ୨ ଟାରେ ସମୟରେ ସୂଚନା ଦେଇ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ କରାଯାଇଛି ।
Read More News
T & CPrivacy PolicyContact Us