Public App Logo
Jansamasya
News
Maharashtra
Bjp
National
Police
Bihar
India
Coronavirus
कांग्रेस
मौत
बीजेपी
Congress
Modi
Delhi
Viral
Rajasthan
मध्यप्रदेश
Bollywood
Breakingnews
Madhya_pradesh
Pmmodi
Rahulgandhi
Uttarpradesh
Haryana
Uttarakhand
Crimenews
Karnataka
Education
Rss

News in Kamarposh Balang

ସୁନ୍ଦରଗଡ: ସଦରଥାନା ପୁଲିସ କଫ ସିରପ୍‌ କାରବାର ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି

ସୁନ୍ଦରଗଡ: ସଦରଥାନା ପୁଲିସ କଫ ସିରପ୍‌ କାରବାର ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି

Sundargarh, Sundargarh | Jul 18, 2026

*ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା*

*ସ୍ୱତନ୍ତ୍ର ଉନ୍ନୟନ ପରିଷଦର*
*ନବନିଯୁକ୍ତ ଅଧ୍ୟକ୍ଷ, ଉପାଧ୍ୟକ୍ଷଙ୍କ ସହ* 
*ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା* 

*ପ୍ରଧାନମନ୍ତ୍ରୀଙ୍କ ‘ବିକାଶ ଭି, ବିରାସତ ଭି’ ମନ୍ତ୍ରକୁ ଆଧାର କରି*
*ଜନଜାତିଙ୍କ ବିକାଶକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ*

*ନିୟମିତ ଭାବେ କ୍ଷେତ୍ରସ୍ତରରେ ବୁଲି ଲୋକଙ୍କ ସମସ୍ୟା ବୁଝି ପଦକ୍ଷେପ* 
*ନେବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ*

*ଅନ୍ତ୍ୟୋଦୟର ମୂଲ୍ୟବୋଧରେ ସମାଜର ଅନ୍ତିମ ଧାଡି ପର୍ଯ୍ୟନ୍ତ ପହଞ୍ଚି,*
*ଲୋକଙ୍କ ପାଇଁ କାମ କରନ୍ତୁ- ମୁଖ୍ୟମନ୍ତ୍ରୀ*

ଭୁବନେଶ୍ୱର 
୧୮ ଜୁଲାଇ ୨୦୨୬

 ଆମ ସରକାର ଆସିବା ପରେ ସମାଜର ସବୁ ବର୍ଗର ଉନ୍ନତି ପାଇଁ ପଦକ୍ଷେପ ନେବା ସହିତ ଆଦିବାସୀମାନଙ୍କ ବିକାଶ ପାଇଁ ସ୍ୱତନ୍ତ୍ର ଭାବେ ପଦକ୍ଷେପ ନିଆଯାଇଛି। ଆମ ପାଇଁ ରାଜନୀତି କ୍ଷମତା ଭୋଗ କରିବାର ମାଧ୍ୟମ ନୁହେଁ, ବରଂ ଅନ୍ତିମ ଧାଡିରେ ଥିବା ଗରିବ ଲୋକର ସେବା କରିବାର ମାଧ୍ୟମ, ଯାହାକୁ ଆମେ ଅନ୍ତ୍ୟୋଦୟ କହୁ। ତେଣୁ, ଆପଣମାନେ ଅନ୍ତିମ ଧାଡି ପର୍ଯ୍ୟନ୍ତ ପହଞ୍ଚି, ଲୋକଙ୍କ ପାଇଁ କାମ କରନ୍ତୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷମାନଙ୍କୁ ପରାମର୍ଶ ଦେଇ କହିଛନ୍ତି।

 ଆଜି ଲୋକସେବା ଭବନ କନ୍‌ଭେନ୍‌ସନ ସେଣ୍ଟରରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟର ବିଭିନ୍ନ ଜିଲ୍ଲାର ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷମାନେ ଯୋଗ ଦେଇଥିଲେ। 

ନବନିଯୁକ୍ତ ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ ଆଞ୍ଚଳିକ ସମସ୍ୟାଗୁଡିକୁ ଗୁରୁତ୍ୱର ସହ ଶୁଣି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣମାନେ ଧୈର୍ଯ୍ୟର ସହ କାମ କରନ୍ତୁ। ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କ ଦୃଷ୍ଟିକୁ ସମସ୍ୟା ଆଣନ୍ତୁ। ତା ସହିତ ବିଭାଗୀୟ ଅଧିକାରୀ ଓ ମନ୍ତ୍ରୀ ମଧ୍ୟ ଆପଣମାନଙ୍କ ବିଭିନ୍ନ ବିଷୟ ଉପରେ ପଦକ୍ଷେପ ନେବେ। ଜିଲ୍ଲା ସ୍ତରରେ ଆପଣମାନେ ଯେଭଳି ଉପଯୁକ୍ତ ସମ୍ମାନର ସହ କାମ କରିବେ, ସେଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଉଛି। ସେ କହିଥିଲେ ଆମେ କଥାରେ ନୁହେଁ, କାମରେ ବିଶ୍ୱାସ କରୁ। ନିୟମିତ ଭାବେ କ୍ଷେତ୍ରସ୍ତରରେ ବୁଲି ଲୋକଙ୍କ ସମସ୍ୟା ବୁଝନ୍ତୁ, ସେହି ଅନୁଯାୟୀ ପଦକ୍ଷେପ ନିଅନ୍ତୁ। ‘Yes, We Can’ ମନୋବୃତ୍ତି ନେଇ ଲୋକଙ୍କ ସେବା କରନ୍ତୁ। ନିଶ୍ଚିତ ରୂପେ ସଫଳତା ମିଳିବ।

ଅଧ୍ୟକ୍ଷ ଓ ଉପାଧ୍ୟକ୍ଷମାନଙ୍କୁ ଉପଦେଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶାର ଜନସଂଖ୍ୟାର ଏକ-ଚତୁର୍ଥାଂଶ ହେଉଛନ୍ତି ଜନଜାତି। କିନ୍ତୁ, ଏହି ବର୍ଗର ଲୋକମାନେ ବିକାଶଧାରା ଠାରୁ ବହୁତ ପଛରେ ଅଛନ୍ତି। ଆମ ସରକାର କ୍ଷମତାକୁ ଆସିବା ପରେ ସେଥିପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯଉଛି। ତେଣୁ, ଆମେ କିଭଳି ସେହି ଲୋକମାନଙ୍କ ପା

*ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା* *ସ୍ୱତନ୍ତ୍ର ଉନ୍ନୟନ ପରିଷଦର* *ନବନିଯୁକ୍ତ ଅଧ୍ୟକ୍ଷ, ଉପାଧ୍ୟକ୍ଷଙ୍କ ସହ* *ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା* *ପ୍ରଧାନମନ୍ତ୍ରୀଙ୍କ ‘ବିକାଶ ଭି, ବିରାସତ ଭି’ ମନ୍ତ୍ରକୁ ଆଧାର କରି* *ଜନଜାତିଙ୍କ ବିକାଶକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ* *ନିୟମିତ ଭାବେ କ୍ଷେତ୍ରସ୍ତରରେ ବୁଲି ଲୋକଙ୍କ ସମସ୍ୟା ବୁଝି ପଦକ୍ଷେପ* *ନେବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ* *ଅନ୍ତ୍ୟୋଦୟର ମୂଲ୍ୟବୋଧରେ ସମାଜର ଅନ୍ତିମ ଧାଡି ପର୍ଯ୍ୟନ୍ତ ପହଞ୍ଚି,* *ଲୋକଙ୍କ ପାଇଁ କାମ କରନ୍ତୁ- ମୁଖ୍ୟମନ୍ତ୍ରୀ* ଭୁବନେଶ୍ୱର ୧୮ ଜୁଲାଇ ୨୦୨୬ ଆମ ସରକାର ଆସିବା ପରେ ସମାଜର ସବୁ ବର୍ଗର ଉନ୍ନତି ପାଇଁ ପଦକ୍ଷେପ ନେବା ସହିତ ଆଦିବାସୀମାନଙ୍କ ବିକାଶ ପାଇଁ ସ୍ୱତନ୍ତ୍ର ଭାବେ ପଦକ୍ଷେପ ନିଆଯାଇଛି। ଆମ ପାଇଁ ରାଜନୀତି କ୍ଷମତା ଭୋଗ କରିବାର ମାଧ୍ୟମ ନୁହେଁ, ବରଂ ଅନ୍ତିମ ଧାଡିରେ ଥିବା ଗରିବ ଲୋକର ସେବା କରିବାର ମାଧ୍ୟମ, ଯାହାକୁ ଆମେ ଅନ୍ତ୍ୟୋଦୟ କହୁ। ତେଣୁ, ଆପଣମାନେ ଅନ୍ତିମ ଧାଡି ପର୍ଯ୍ୟନ୍ତ ପହଞ୍ଚି, ଲୋକଙ୍କ ପାଇଁ କାମ କରନ୍ତୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷମାନଙ୍କୁ ପରାମର୍ଶ ଦେଇ କହିଛନ୍ତି। ଆଜି ଲୋକସେବା ଭବନ କନ୍‌ଭେନ୍‌ସନ ସେଣ୍ଟରରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟର ବିଭିନ୍ନ ଜିଲ୍ଲାର ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷମାନେ ଯୋଗ ଦେଇଥିଲେ। ନବନିଯୁକ୍ତ ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ ଆଞ୍ଚଳିକ ସମସ୍ୟାଗୁଡିକୁ ଗୁରୁତ୍ୱର ସହ ଶୁଣି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣମାନେ ଧୈର୍ଯ୍ୟର ସହ କାମ କରନ୍ତୁ। ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କ ଦୃଷ୍ଟିକୁ ସମସ୍ୟା ଆଣନ୍ତୁ। ତା ସହିତ ବିଭାଗୀୟ ଅଧିକାରୀ ଓ ମନ୍ତ୍ରୀ ମଧ୍ୟ ଆପଣମାନଙ୍କ ବିଭିନ୍ନ ବିଷୟ ଉପରେ ପଦକ୍ଷେପ ନେବେ। ଜିଲ୍ଲା ସ୍ତରରେ ଆପଣମାନେ ଯେଭଳି ଉପଯୁକ୍ତ ସମ୍ମାନର ସହ କାମ କରିବେ, ସେଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଉଛି। ସେ କହିଥିଲେ ଆମେ କଥାରେ ନୁହେଁ, କାମରେ ବିଶ୍ୱାସ କରୁ। ନିୟମିତ ଭାବେ କ୍ଷେତ୍ରସ୍ତରରେ ବୁଲି ଲୋକଙ୍କ ସମସ୍ୟା ବୁଝନ୍ତୁ, ସେହି ଅନୁଯାୟୀ ପଦକ୍ଷେପ ନିଅନ୍ତୁ। ‘Yes, We Can’ ମନୋବୃତ୍ତି ନେଇ ଲୋକଙ୍କ ସେବା କରନ୍ତୁ। ନିଶ୍ଚିତ ରୂପେ ସଫଳତା ମିଳିବ। ଅଧ୍ୟକ୍ଷ ଓ ଉପାଧ୍ୟକ୍ଷମାନଙ୍କୁ ଉପଦେଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶାର ଜନସଂଖ୍ୟାର ଏକ-ଚତୁର୍ଥାଂଶ ହେଉଛନ୍ତି ଜନଜାତି। କିନ୍ତୁ, ଏହି ବର୍ଗର ଲୋକମାନେ ବିକାଶଧାରା ଠାରୁ ବହୁତ ପଛରେ ଅଛନ୍ତି। ଆମ ସରକାର କ୍ଷମତାକୁ ଆସିବା ପରେ ସେଥିପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯଉଛି। ତେଣୁ, ଆମେ କିଭଳି ସେହି ଲୋକମାନଙ୍କ ପା

Raurkela M, Sundargarh | Jul 18, 2026

ରାଉରକେଲା ମ୍ୟୁନିସିପାଲଟି: ଜିଲ୍ଲାରେ ଗତ ୨୪ ଘଣ୍ଟା ମଧ୍ୟରେ ହେଇଥିବା ବର୍ଷା ସମ୍ବନ୍ଧୀୟ ଏକ ସୂଚନା ପ୍ରଦାନ

ରାଉରକେଲା ମ୍ୟୁନିସିପାଲଟି: ଜିଲ୍ଲାରେ ଗତ ୨୪ ଘଣ୍ଟା ମଧ୍ୟରେ ହେଇଥିବା ବର୍ଷା ସମ୍ବନ୍ଧୀୟ ଏକ ସୂଚନା ପ୍ରଦାନ

Raurkela M, Sundargarh | Jul 18, 2026