Public App Logo
Jansamasya
News
Maharashtra
Bjp
National
Police
Bihar
India
Coronavirus
कांग्रेस
मौत
Congress
Modi
Delhi
Viral
Rajasthan
मध्यप्रदेश
Bollywood
Breakingnews
Madhya_pradesh
Pmmodi
Rahulgandhi
Uttarpradesh
Haryana
Uttarakhand
Crimenews
Karnataka
Education
Rss
Firozabad

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’, ‘ଓଡ଼ିଶା ରିଭ୍ୟୁ’ ଏବଂ ‘ପ୍ରଗତି ପ୍ରବାହ’ ପତ୍ରିକାର ଶୁଭ ଉନ୍ମୋଚନ କରାଗଲା। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi , ଉଚ୍ଚ ନ୍ୟାୟାଳୟର ମାନ୍ୟବର ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ Kanak Vardhan Singh Deo , ରାଜ୍ୟସଭା ସାଂସଦ ତଥା ବିଜେପି ରାଜ୍ୟ ସଭାପତି ଶ୍ରୀ Manmohan Samal , ବିଜେପି ରାଜ୍ୟ ପ୍ରଭାରୀ ଶ୍ରୀ Vijaypal Singh Tomar , ମନ୍ତ୍ରୀଗଣ, ସାଂସଦ, ବିଧାୟକ ଏବଂ ଅଧିକାରୀମାନେ ଉପସ୍ଥିତ ଥିଲେ। Information & Public Relations Department, Government of Odisha #Rathyatra #Rathyatra2026

Konark, Puri | Jul 17, 2026

MORE NEWS

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’, ‘ଓଡ଼ିଶା ରିଭ୍ୟୁ’ ଏବଂ ‘ପ୍ରଗତି ପ୍ରବାହ’ ପତ୍ରିକାର ଶୁଭ ଉନ୍ମୋଚନ କରାଗଲା। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi , ଉଚ୍ଚ ନ୍ୟାୟାଳୟର ମାନ୍ୟବର ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ Kanak Vardhan Singh Deo , ରାଜ୍ୟସଭା ସାଂସଦ ତଥା ବିଜେପି ରାଜ୍ୟ ସଭାପତି ଶ୍ରୀ Manmohan Samal , ବିଜେପି ରାଜ୍ୟ ପ୍ରଭାରୀ ଶ୍ରୀ Vijaypal Singh Tomar , ମନ୍ତ୍ରୀଗଣ, ସାଂସଦ, ବିଧାୟକ ଏବଂ ଅଧିକାରୀମାନେ ଉପସ୍ଥିତ ଥିଲେ। Information & Public Relations Department, Government of Odisha #Rathyatra #Rathyatra2026 - Konark News