Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
Congress
Modi
Delhi
Viral
मारपीट
Crime
Jharkhand
Dm
Up
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
Uttarpradesh

ପ୍ରବଳ ବର୍ଷା ପାଇଁ ଆଜି ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ସୁନ୍ଦରଗଡ଼ ଜିଲ୍ଲାରେ ଲଗାଣ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ ପ୍ଶିକ୍ଷାନୁଷ୍ଠାନକୁ ଆଜି (୨୯ ଜୁଲାଇ ୨୦୨୬) ପାଇଁ ବନ୍ଦ ଘୋଷଣା କରାଯାଇଛି। ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ (DEO), ସୁନ୍ଦରଗଡ଼ଙ୍କ ପକ୍ଷରୁ ଜାରି ନୋଟିସ୍ ଅନୁଯାୟୀ, ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ସହିତ କେନ୍ଦ୍ରୀୟ ବିଦ୍ୟାଳୟ (KV), ଜବାହର ନବୋଦୟ ବିଦ୍ୟାଳୟ (JNV) ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV) ଆଜି ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଏହି ନିଷ୍ପତ୍ତି ନିଆଯାଇଛି।

Sundargarh, Sundargarh | Jul 29, 2026

MORE NEWS