ଆଜି ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରମେନ ଡେକା ଜୀ ଏବଂ ରାୟପୁର ଉତ୍ତରର ବିଧାୟକ ଶ୍ରୀ ପୁରନ୍ଦର ମିଶ୍ର ଜୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଏହି ଆଲୋଚନା କାଳରେ ଦୁଇ ରାଜ୍ୟ ମଧ୍ୟରେ ଆନ୍ତଃରାଜ୍ୟ ସହଯୋଗ, ପାରସ୍ପରିକ ବିକାଶ, ଆଞ୍ଚଳିକ ସଂଯୋଗୀକରଣ ଏବଂ ଛତିଶଗଡ଼ରେ ରହୁଥିବା ଓଡ଼ିଆ ସମ୍ପ୍ରଦାୟର କଲ୍ୟାଣ ଓ ସାଂସ୍କୃତିକ ଆଦାନପ୍ରଦାନ ସମ୍ପର୍କରେ ସକାରାତ୍ମକ ଆଲୋଚନା ହୋଇଥିଲା।
Konark, Puri | Aug 6, 2026