Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

#ତିଖିରି_ସରପଞ୍ଚ_ଚାମେଲି_ଓଝାଙ୍କ_ନାଁରେ_ଆସିଲା_ଅନାସ୍ଥା_ପ୍ରସ୍ତାବ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ ୨୧ ଜଣ ତାଙ୍କ ନାଁରେ ଅନାସ୍ଥା ଆଣିଛନ୍ତି। ଅନାସ୍ଥା ଆଗତ ହେବା ପରେ ୨୭ ତାରିଖ ଅପରାହ୍ନ ୩.୩୦ରେ ସମସ୍ତ ସଭ୍ୟ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। #breakingnewstoday #chameliojha #pabitranews #Kendrapada

MORE NEWS