Public App Logo
Jansamasya
News
Bjp
National
Police
Bihar
India
कांग्रेस
भाजपा
Congress
Modi
Delhi
Viral
Crime
Jharkhand
Up
Bollywood
दिल्ली
Breakingnews
महिला
Narendramodi
Nitishkumar
Madhya_pradesh
सोशल_मीडिया
Madhyapradesh
Pmmodi
Rahulgandhi
Ipl
Haryana
Uttarpradesh

ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟସ୍ତରୀୟ 'ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬'; ଉପକୂଳ ସୁରକ୍ଷାର ପ୍ରମୁଖ ଚ୍ୟାଲେଞ୍ଜ ଉପରେ ବିସ୍ତୃତ ଆଲୋଚନା ଓଡ଼ିଶା ପୋଲିସର ଉପକୂଳ ସୁରକ୍ଷା ଶାଖା ପକ୍ଷରୁ ଆଜି (ଗୁରୁବାର) ପୋଲିସ ଭବନଠାରେ ରାଜ୍ୟସ୍ତରୀୟ "ଉପକୂଳ ସୁରକ୍ଷା ସମ୍ମିଳନୀ–୨୦୨୬" ଆୟୋଜିତ ହୋଇଯାଇଛି । "ଉପକୂଳ ସୁରକ୍ଷା ବ୍ୟବସ୍ଥା: ସମସ୍ୟା, ସମାଧାନ ଓ ଆଗାମୀ ପଦକ୍ଷେପ" ଶୀର୍ଷକକୁ ନେଇ ଆୟୋଜିତ ଏହି ସମ୍ମିଳନୀରେ ଉପକୂଳ ସୁରକ୍ଷା ବ୍ୟବସ୍ଥାର ବର୍ତ୍ତମାନ ସ୍ଥିତି, ପ୍ରମୁଖ ଚ୍ୟାଲେଞ୍ଜ, ସମ୍ଭାବ୍ୟ ସମାଧାନ ଏବଂ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଆଲୋଚନା କରାଯାଇଛି । #deshduniyakhabar24

Khordha, Khordha | Jun 4, 2026