Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर

#ମୟୂରଭଞ୍ଜରେ__ସମସ୍ତସ୍କୁଲ୍_ବନ୍ଦ_ଘୋଷଣା -ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖ୍ ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ୍ ଛୁଟି ଘୋଷଣା -ସୋମବାର ପ୍ରଥମ ଶ୍ରେଣୀରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ବନ୍ଦ ରହିବା ନେଇ ଜିଲ୍ଲା ଶିକ୍ଷାଧୂକାରୀଙ୍କ ସୂଚନା -ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକ ବନ୍ଦ ରହିବା ନେଇ ବିଜ୍ଞପ୍ତି ପ୍ରକାଶ -ଲଗାଣ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଏଡ଼ାଇବା ପାଇଁ ଜିଲ୍ଲା ପ୍ରଶାସନର ସତର୍କତାମୂଳକ ପଦକ୍ଷେପ #mayurbhanjdistrict #schoolholidays #heavyrain #mayurbhanjcollector #OdishaRains #OdishaFlood #mayurbhanjnews #OdishaNews #charchatv

#ମୟୂରଭଞ୍ଜରେ__ସମସ୍ତସ୍କୁଲ୍_ବନ୍ଦ_ଘୋଷଣା -ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖ୍ ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ୍ ଛୁଟି ଘୋଷଣା -ସୋମବାର ପ୍ରଥମ ଶ୍ରେଣୀରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ବନ୍ଦ ରହିବା ନେଇ ଜିଲ୍ଲା ଶିକ୍ଷାଧୂକାରୀଙ୍କ ସୂଚନା -ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକ ବନ୍ଦ ରହିବା ନେଇ ବିଜ୍ଞପ୍ତି ପ୍ରକାଶ -ଲଗାଣ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଏଡ଼ାଇବା ପାଇଁ ଜିଲ୍ଲା ପ୍ରଶାସନର ସତର୍କତାମୂଳକ ପଦକ୍ଷେପ #mayurbhanjdistrict #schoolholidays #heavyrain #mayurbhanjcollector #OdishaRains #OdishaFlood #mayurbhanjnews #OdishaNews #charchatv - Bhubaneswar M Corp News