ବିଶିଷ୍ଟ ଚିକିତ୍ସକ ତଥା ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ଡାକ୍ତର ଅଶୋକ କୁମାର ମହାପାତ୍ରଙ୍କ ପରଲୋକ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ତାଙ୍କର ଅସାଧାରଣ ଅବଦାନ ଏବଂ ଓଡ଼ିଶାରେ ଉନ୍ନତ ସ୍ୱାସ୍ଥ୍ୟସେବାର ବିକାଶ ପାଇଁ ତାଙ୍କର ନିରନ୍ତର ପ୍ରୟାସ ସଦା ସ୍ମରଣୀୟ ହୋଇ ରହିବ। ତାଙ୍କ ବିୟୋଗ ଚିକିତ୍ସା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଦିବଂଗତ ଆତ୍ମାର ସଦ୍ଗତି କାମନା କରୁଛି। ଓଁ ଶାନ୍ତି।