Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
Accident
Congress
Modi
Delhi
Viral
Up
Rajasthan
Bollywood
Breakingnews
Narendramodi
Madhya_pradesh
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh
Haryana

କଟକ ଚାଉଳିଆଗଞ୍ଜ ଥାନା IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାରେ ଡିସିପିଙ୍କ ବଡ଼ ମନ୍ତବ୍ୟ । ‘ସବୁ ଆତ୍ମହତ୍ୟା ପଛରେ କିଛି କାରଣ ଥାଏ, ବିନା କାରଣରେ ହୁଏନି’ । ‘କୌଣସି ବ୍ୟକ୍ତିଗତ କାରଣ ଥାଇପାରେ, ଅନୁଧ୍ୟାନ କରିବୁ’ । ‘କାଲି ସେ ରାତିରେ ଘରକୁ ଯାଇ ନ ଥିଲେ, ଥାନା କ୍ବାର୍ଟର୍ସ ଥିଲେ’ ।।'ତାଙ୍କ ଅର୍ଡଲି ଖାଇବା ନେଇ ଯିବା ପରେ ସେ କଲ୍‌ ଉଠାଇ ନ ଥିଲେ । ତେଣୁ କାଲି ରାତିରେ ସେ ଖାଇ ନଥିଲେ- ଏସ୍‌. ଦେବଦତ୍ତ ସିଂ । ‘ଶାରୀରିକ ଓ ମାନସିକ ଭାବେ ସେ ବହୁତ ଦୃଢ଼ ଥିଲେ’ । ‘କେବେ କୌଣସି ସମସ୍ୟା ନେଇ ଆମକୁ କହି ନାହାନ୍ତି’ । ‘କମିଶନରେଟ୍‌ ପୋଲିସରେ ଭଲ କାମ କରୁଥିଲେ, ପବ୍ଲିକ ଡିଲିଂ ଭଲ ଥିଲା’ #OdishaPolice #NewsUpdate #odishapoliceorganisation #angulexpress

Anugul, Angul | Jul 4, 2026

MORE NEWS

କଟକ ଚାଉଳିଆଗଞ୍ଜ ଥାନା IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାରେ ଡିସିପିଙ୍କ ବଡ଼ ମନ୍ତବ୍ୟ । ‘ସବୁ ଆତ୍ମହତ୍ୟା ପଛରେ କିଛି କାରଣ ଥାଏ, ବିନା କାରଣରେ ହୁଏନି’ । ‘କୌଣସି ବ୍ୟକ୍ତିଗତ କାରଣ ଥାଇପାରେ, ଅନୁଧ୍ୟାନ କରିବୁ’ । ‘କାଲି ସେ ରାତିରେ ଘରକୁ ଯାଇ ନ ଥିଲେ, ଥାନା କ୍ବାର୍ଟର୍ସ ଥିଲେ’ ।।'ତାଙ୍କ ଅର୍ଡଲି ଖାଇବା ନେଇ ଯିବା ପରେ ସେ କଲ୍‌ ଉଠାଇ ନ ଥିଲେ । ତେଣୁ କାଲି ରାତିରେ ସେ ଖାଇ ନଥିଲେ- ଏସ୍‌. ଦେବଦତ୍ତ ସିଂ । ‘ଶାରୀରିକ ଓ ମାନସିକ ଭାବେ ସେ ବହୁତ ଦୃଢ଼ ଥିଲେ’ । ‘କେବେ କୌଣସି ସମସ୍ୟା ନେଇ ଆମକୁ କହି ନାହାନ୍ତି’ । ‘କମିଶନରେଟ୍‌ ପୋଲିସରେ ଭଲ କାମ କରୁଥିଲେ, ପବ୍ଲିକ ଡିଲିଂ ଭଲ ଥିଲା’ #OdishaPolice #NewsUpdate #odishapoliceorganisation #angulexpress - Anugul News