ବରଗଡ: ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ହେଲା ସିଏମ କିଷାନ ଯୋଜନାର ତୃତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ
Bargarh, Bargarh (Baragarh) | Aug 27, 2025
ବୁଧବାର ମଧ୍ୟାହ୍ନ 1 ଘଣ୍ଟା ସମୟରେ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ସିଏମ କିସାନ ଯୋଜନାର ତୃତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ...