ଦିଗପହଣ୍ଡି: ସିଂହଳା ପଞ୍ଚାୟତରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ଯୋଗଦେଲେ ବିଧାୟକ ଏବଂ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି
ସିଂହଳା ପଞ୍ଚାୟତରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏଥିରେ ମୁଖ୍ୟ ଅତିଥି ଭାବେ ଦିଗପହଣ୍ଡି ବିଧାୟକ ଡଃ ସିଦ୍ଧାନ୍ତ ମହାପାତ୍ର ଏବଂ ଗଞ୍ଜାମ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ମହନ୍ତ ଚିନ୍ମୟା ନନ୍ଦ ଦାସ ଯୋଗ ଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ ।