ବିଜେପୁର: ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘ ବରପାଲି ବ୍ଲକ ତରଫରୁ କଦଳୀପାଳି ଠାରେ ବୀରତା ଦିବସ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା
ଆଜି ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘ ବରପାଲି ବ୍ଲକ ତରଫରୁ କଦଳୀପାଳି ଠାରେ ବୀରତା ଦିବସ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ସଂଘର ପ୍ରତିଷ୍ଠାତା ଶ୍ରୀମାନ ଗୋବର୍ଦ୍ଧନ ଭୋଏ ଯୋଗଦାନ କରିଥିଲେ।