ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
ପଶ୍ଚିମ-କେନ୍ଦ୍ରୀୟ ଓ ନିକଟବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଦକ୍ଷିଣ ଓଡିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆହୁରି ଦୁଇ ଦିନ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପ୍ରବଳ ବର୍ଷା ନେଇ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।