ନବରଙ୍ଗପୁର ପୋଲିସ ଷ୍ଟେସନ: ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ମଣ୍ଡେଇ ନାଟକ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ମଣ୍ଡେଇ ନାଟକ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ଚଳିତ ବର୍ଷ ମଣ୍ଡେଇ ମହୋତ୍ସବ ଅବସରରେ ଆୟୋଜିତ ହେବାକୁ ଥିବା ମଞ୍ଚ ନାଟକ କମିଟିର ପ୍ରଥମ ବୈଠକ ଆଜି ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ରେ ଥିବା ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀ ତପନ ଖୁଣ୍ଟିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଡେପୁଟି କଲେକକ୍ଟର ଶ୍ରୀ ଆଶୁତୋଷ ପାତ୍ର ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଘାସିଆ ହରିଜନ ମଞ୍ଚାସିନ ଥିଲେ ।