Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
Gujarat
Congress
Modi
Delhi
Viral
Up
Rajasthan
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh

ଖୋର୍ଦ୍ଧା: ଓ.ୟୁ.ଡବ୍ଲୁ.ଜେ.ପକ୍ଷରୁ ଖୋର୍ଦ୍ଧା ନୂତନ ଜିଲ୍ଲାପାଳଙ୍କୁ କାର୍ଯ୍ୟାଳୟରେ ସ୍ୱାଗତ ଓ ସମ୍ବର୍ଦ୍ଧନା

Khordha, Khordha | Jul 31, 2025
ଖୋର୍ଦ୍ଧା ର ନୂତନ ଜ଼ିଲ୍ଲାପାଳ ଭାବରେ ଅମ୍ରିତ ଋତୁରାଜ ଦାୟିତ୍ୱ ନେବା ପରେ ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଙ୍ଘ(ଓ.ୟୁ.ଡବ୍ଲୁ.ଜେ ) ଖୋର୍ଦ୍ଧା ଜ଼ିଲ୍ଲା ଶାଖା ପକ୍ଷରୁ ଜ଼ିଲ୍ଲାପାଳ ଙ୍କ ଆବାସିକ କାର୍ଯ୍ୟାଳୟ ରେ ସଙ୍ଘ ପକ୍ଷରୁ ତାଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।