ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ଅନ୍ତର୍ଗତ ଟିକିଲି ପଡ଼ା ହାଇସ୍କୁଲ ର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆଜି ଆନୁଷ୍ଠାନିକ ଭାବେ ଉଦଯାପିତ ହୋଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ସାବିତ୍ରୀ ମାଝୀ ମୁଖ୍ୟ ଅତିଥି ଭାବ ରେ ଅଂଶଗ୍ରହଣ କରିଥିଲେ। ମୁଖ୍ୟ ବକ୍ତା ଭାବେ ସ୍ଥାନୀୟ ବରିଷ୍ଠ ଗ୍ରାମବାସୀ ଭେଷଜ ବାରିକ ଅଂଶ ଗ୍ରହଣ କରିଥିଲେ।