ଲାଞ୍ଜିଗଡ: ବ୍ଲକ୍ ସ୍ତରୀୟ ‘ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ–2025’ ବିଶ୍ୱନାଥପୁରରେ ଆୟୋଜିତ
ଲାଞ୍ଜିଗଡ଼ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ଏଗାରଟା ସମୟରୁ ଅପରାହ୍ନ ଚାରିଟା ପର୍ଯ୍ୟନ୍ତ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ, ପରିସରରେ ବ୍ଲକ୍-ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ମହାଆଡମ୍ବର ରେ ପାଳିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେର ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ IAS ଅନିମେଶ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶାଙ୍କ ପାତ୍ର,ଆତିରିଊ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଢ଼ଳଦେବ ମୁଣ୍ଡ,ବିଶ୍ୱନାଥପୁର ଗୋପବନ୍ଧୁ ଉଚ୍ଚ ବିଦ୍ୟାଳ ପ୍ରଧାନ ଶିକ୍ଷୟିତ୍ରୀ ସୁଜତା ମଲ୍ଲିକ ଯୋଗଦେଇ ଥିଲେ