Public App Logo
Jansamasya
Politics
Abvp
���ायल
Fatehpur
Jodhpur
Amitshah
Uppolice
Live
Pratapgarh
Westbengal
Farrukhabad
Mirzapur
Rain
Tikamgarh
Prayagraj
Modiji
���ोगी_आदित्यनाथ
Indianrailways
Letestnews
���ाइक
���ायरल
Arvindkejriwal
Kedarnath
Weather
Rahul
Indianews
���ंगाल
New_delhi
Akhileshyadav

ଲୋଇସିଂହା: ଆଗଲପୁର-ସାନଟିକା: ପବିତ୍ର ମହାଶିବରାତ୍ରିରେ “ଜଳେଶ୍ୱର ମହୋତ୍ସବ”ରେ ଯୋଗଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ

Loisinga, Balangir | Feb 15, 2026
ଆଗଲପୁର-ସାନଟିକାରେ ପବିତ୍ର ମହାଶିବରାତ୍ରି ଅବସରରେ ଭକ୍ତିମୟ ପରିବେଶ ମଧ୍ୟରେ “ଜଳେଶ୍ୱର ମହୋତ୍ସବ” ଭବ୍ୟ ଭାବେ ଆୟୋଜିତ ହୋଇଛି। ଏହି ଅବସରରେ ସ୍ଥାନୀୟ ବିଧାୟକ ତଥା ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଆଜି ରାତି ୯ଟା ସମୟରେ ଯୋଗଦାନ କରି ଭଗବାନ ଜଳେଶ୍ୱରଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ। ମହୋତ୍ସବରେ ହଜାରୋ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ହରିନାମ ସଂକୀର୍ତ୍ତନ, ଭଜନ କୀର୍ତ୍ତନ ଓ ଧାର୍ମିକ କାର୍ଯ୍ୟକ୍ରମରେ ପରିବେଶ ଭକ୍ତିମୟ ହୋଇଯାଇଥିଲା। ଏହି ଅବସରରେ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ତାଙ୍କ ଉଦ୍ବୋଧନରେ କହିଥିଲେ ଯେ, ଏପରି ଧାର୍ମିକ ଉତ୍