ଭୋଗରାଇ: ଉଦୟପୁର, ତାଳସାରି, ରଣସିଂହପୁର ,କୀର୍ତିନିଆ ଆଦି ମତ୍ସ୍ୟଅବତରଣ କେନ୍ଦ୍ରରେ ମତ୍ସ୍ୟଜୀବୀଙ୍କୁ ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମନା,
Bhograi, Balasore | Sep 1, 2025
ଉଦୟପୁର ତାଳସାରି ରଣସିଂହପୁର କୀର୍ତ୍ତିନିଆରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ପ୍ରବଳ ବର୍ଷା ଓ ପବନ ପାଇଁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ...