Public App Logo
Jansamasya
News
पुलिस
Bjp
National
Bihar
India
कांग्रेस
बीजेपी
Gujarat
भाजपा
Accident
Congress
Modi
Delhi
Viral
Jharkhand
Up
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
Uttarpradesh
Haryana
मंत्री

ଧର୍ମଗଡ: ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ

Dharamgarh, Kalahandi | Jan 19, 2026
କଳାହାଣ୍ଡି ଜିଲ୍ଲା ଧର୍ମଗଡ ଠାରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଧର୍ମଗଡ ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ ଙ୍କ ଅଧ୍ୟକ୍ଷତା ରେ ଧର୍ମଗଡ ବ୍ଲକ ସଭା ଗୃହ ରେ ଅନୁଷ୍ଠିତ ହୋଇ ଯାଇଛି। କାର୍ଯ୍ୟକ୍ରମ କୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ରମେଶ ସିଂ ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ

MORE NEWS