ସମ୍ୱଲପୁର ସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଡିଗ୍ରୀ କଲେଜର ଏନ୍ଏସ୍ଏସ୍ ୟୁନିଟ୍ ପକ୍ଷରୁ ପ୍ଲାଷ୍ଟିକ୍-ମୁକ୍ତ କ୍ୟାମ୍ପସ୍ ବିଷୟରେ ଏକ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଦିନ 12 ଟା ରେ ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମର ଉଦେଶ୍ୟ ଥିଲା ପ୍ଲାଷ୍ଟିକ୍ ପ୍ରଦୂଷଣର କୁ ପ୍ରଭାବ ସମ୍ପର୍କରେ ଛାତ୍ରଛାତ୍ରୀ ଓ କର୍ମଚାରୀ ମାନଙ୍କୁ ସଚେତନ କରିବା ଏବଂ ସ୍ୱଚ୍ଛ ଓ ସବୁଜ କ୍ୟାମ୍ପସ୍ ରକ୍ଷା କରିବା । କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ହରପାଲ ଉଦ୍ଘାଟନ କରିଥିଲେ । ଗୋଟିଏ ଥର ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍ ବ୍ୟବହାର କମାଇବାର ଆବଶ୍ୟକତା ଉପରେ ଜୋର ଦେଇ ଛାତ୍ରଛ