ତଲସରା: କିଞ୍ଚିରକେଲା ଗ୍ରାମ ରେ ଗିରୀ ଗୋବର୍ଦ୍ଧନ ପୂଜା ଅନୁଷ୍ଠିତ ଯୋଗ ଦେଲେ ଉପ ବାଚସ୍ପତି
ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କିଞ୍ଚିରକେଲା ଗ୍ରାମ ରେ ଆଜି ମହାସମାରୋହରେ ଗିରୀ ଗୋବର୍ଦ୍ଧନ ପୂଜା ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଉପ ବାଚସ୍ପତି ଭବାନୀ ଶଙ୍କର ଭୋଇ ଅଂଶଗ୍ରହଣ କରିଥିଲେ। ସ୍ଥାନୀୟ ଅଞ୍ଚଳର ବହୁ ସଂଖ୍ୟକ ଭକ୍ତଙ୍କ ସମାଗମ ସୋଇଛି।